ସୁରକ୍ଷା ଖୋଜୁଛି ଗଜରାଜ !
ହାତୀଙ୍କ ସୁରକ୍ଷା ପାଇଁ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ସରକାର ବେଶ୍ ତତ୍ପର । କିନ୍ତୁ ଢେଙ୍କାନାଳ ବନଖଣ୍ଡ ହାତୀଙ୍କ ମୃତ୍ୟୁ ସମଗ୍ର ଦେଶରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ଗତ ୧୫ ବର୍ଷରେ ୧୭୫ ହାତୀଙ୍କ ମୃତ୍ୟୁକୁ ନେଇ ପରିବେଶବିତ୍ ମାନେ ଉଦବେଗ ପ୍ରକାଶ କରିଥିବା ବେଳେ ଆଉ!-->…