ମୁକ୍ତାପଶି ସଡ଼କ ଦୁର୍ଘଟଣା ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ,ଘୋଷଣା ହେଲା ସହାୟତା ରାଶି
କମାକ୍ଷାନଗର ଉପଖଣ୍ଡର ମୁକ୍ତାପଶି ଛକରେ ଭୟଙ୍କର ସଡକ ଦୁର୍ଘଟଣା । ଅଟୋକୁ କୋଇଲା ବୋଝେଇ ଟ୍ରକ ଧକ୍କା ଦେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ୫୩ନମ୍ବର ଜାତୀୟ ରାଜପଥରେ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ଜଣେ ନାବାଳକ ରହିଛନ୍ତି । ସମସ୍ତ ମୃତକ ହେଉଛନ୍ତି!-->…