ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
ଅସହ୍ୟ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଟେବୁଲ ଫ୍ୟାନ ସଜାଡୁ ଥିବା ବେଳେ ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ ହୋଇଛି । ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନ ଥାନା ଅନ୍ତର୍ଗତ ସାମଳ ଗାଁରେ ।
ଗାଁର ପ୍ରକାଶ ଥାଟୋଇ ଗତକାଲି ରାତି ପ୍ରାୟ ଦଶଟା ସମୟରେ ଖାଇସାରି ଶୋଇବା ସମୟରେ!-->!-->!-->…