ବିଳମ୍ବିତ ରାତିରେ ୩ଟି ମନ୍ଦିରରୁ ଚୋରି
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସାଆନ୍ଦା ଅଞ୍ଚଳର ୩ଟି ମନ୍ଦିରରୁ ଗତ କାଲି ବିଳମ୍ବିତ ରାତିରେମୂର୍ତ୍ତି , ଇନଭର୍ଟର , ବ୍ୟାଟେରୀ ଇଲୋକ୍ଟ୍ରନିକ୍ସ ସାମଗ୍ରୀ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ । ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହା ସିସିଟିଭି!-->…