ଟାଟା ଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳିତ
ଟାଟା ଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ଢେଙ୍କାନାଳ ଜିଲ୍ଲାର ନରେନ୍ଦ୍ରପୁର ଠାରେ ଅବସ୍ଥିତ ଏହାର କାରଖାନାରେ ଜୁଲାଇ ୪ ରୁ ୧୦ ତାରିଖ ମଧ୍ୟରେ ବର୍ତମାନ ଚାଲିଥିବା ‘ସ୍ୱାଧୀନତାର ଅମୃତ ମହୋତ୍ସବ’ ପାଳିତ ହୋଇଯାଇଛି । ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ସ୍ଥାନୀୟ ଲୋକ ଓ!-->…