ବଜ୍ରାଘାତରେ ୧ ମୃତ ,୧ ଗୁରୁତର
ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କଣ୍ଡାରକାଟେଣୀ ଗାଁର ଅମିତ ମହାନ୍ତ(୩୫) । ଅମିତ ନିଜ ଘର ବାରଣ୍ଡାରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ!-->…