ନିଆଁରେ ଜୀବନ୍ତ ଦଗ୍ଧ ହୋଇଗଲେ କଲେଜ ଛାତ୍ରୀ
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ବାମ୍ ଗାଁରେ ଅଘଟଣ । କାଠ ଚୁଲାରେ ରୋଷେଇ କରୁଥିବା ବେଳେ ନିଆଁ ଲାଗି ଜଣେ କଲେଜ ଛାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ମୃତ କଲେଜ ଛାତ୍ରୀ ଜଣଙ୍କ ବାମ ଗାଁର ଜଗବନ୍ଧୁ ମହାନ୍ତଙ୍କ ଝିଅ ଲିପ୍ତିରେଖା ମହାନ୍ତ । ସେ ଗଡ଼ପଳାଶୁଣି କଲେଜର ଯୁକ୍ତ!-->…