ଅଗ୍ନିକାଣ୍ଡ ଘଟି ୨ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଆଖୁଆ ପାଳ ପଞ୍ଚାୟତ ଦୋମୁହାଁଣି ଗ୍ରାମର ଗେଲେହି ପଶି ସାହିରେ ସୁଦର୍ଶନ ବେହେରା ଙ୍କ ଘରେ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ଏହି ଅଗ୍ନିକାଣ୍ଡ ରେ ପ୍ରାୟ ଲକ୍ଷାଧିକ ଟଙ୍କା ର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଥିବାର!-->!-->!-->…