ଆମ୍ବୁଲାନ୍ସ ଧକ୍କାରେ ଦଶମ ଶ୍ରେଣୀ ଛାତ୍ର ସମେତ ୩ ଗୁରୁତର
ଆମ୍ବୁଲାନ୍ସ ଧକ୍କାରେ ଦଶମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ମୁକ୍ତାପଶି କେନାଲ ଛକ ନିକଟରେ । ଗୁରୁତର ମାନେ ହେଲେ ପରଜଙ୍ଗ ଥାନା କଙ୍କିଳି ଗାଁର ଦଶମ ଶ୍ରେଣୀ ଛାତ୍ର ଅମିତ ଦାସ!-->…