ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ପଂଚାୟତ ସମିତି କାର୍ଯ୍ୟଳୟ ଠାରେ ଜିଲ୍ଲାପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ମିଳିତ ଅଭିଯୋଗ ଶୁଣାଣି ରେ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ,ବିଭିନ୍ନ ବିଭାଗରୁ ମୋଟ ୧୭୩ଟି ଅଭିଯୋଗ!-->…