ଆସ ବୁଲିଯିବା ସରାଙ୍ଗ ଅନନ୍ତଶୟନ
ଢେଙ୍କାନାଳ ଠାରୁ ୬୭ କିମି ଦୂର ଓ ଅନୁଗୁଳ ଠାରୁ ୨୩ କିମି ତଥା ତାଳଚେର ଠାରୁ ୩ କିମି ଦୂରରେ ସରାଙ୍ଗ ଅବସ୍ଥିତ।ଏହି ସରାଙ୍ଗ ଗ୍ରାମରେ ଐତିହାସିକ ଅନନ୍ତଶାୟୀ ବିଷ୍ଣୁଙ୍କ ପ୍ରତିକୃତି ଅବସ୍ଥିତ । ବ୍ରାହ୍ମଣୀ ନଦୀ କୂଳର ମୁଗୁନି ପଥର ଚଟାଣରେ ପଥରକୁ କଟାଯାଇ ତିଆରି କରାଯାଇଥିବା ପୁରାଣ କଥିତ!-->…