ଶିକ୍ଷକ ମହାସଙ୍ଘର ବିଶାଳ ଶୋଭାଯାତ୍ରା, ପୁରୁଣା ପେନସନ ବ୍ୟବସ୍ଥା ଲାଗୁ ଦାବି
ଢେଙ୍କାନାଳ ଜିଲ୍ଲା ମିଳିତ ପ୍ରାଥମିକ ଶିକ୍ଷକ ମହାସଙ୍ଘ ତରଫରୁ ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ସରକାରଙ୍କ ତରଫରୁ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରିବା ସହିତ ତିନିଦଫା ଦାବିପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ!-->…