ବିବାହ ପ୍ରଲୋଭନ ଦେଖାଇ ମହିଳାଙ୍କୁ ଚାଲାଣ
ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରୁ କେତେକ ଦଲାଲ ବିବାହର ରତିଶୃତି ଦେଇ ମହିଳାମାନଙ୍କୁ ରାଜ୍ୟ ବାହାରକୁ ଚାଲାଣ କରିଥିବାର ଅଭିଯୋଗ ହୋଇଛି । ଏ ନେଇ ଜିଲ୍ଲା ମହିଳା କଂଗ୍ରାସର ଏକ କମିଟି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଭେଟି ଏହା ଉପରେ ଦୃଷ୍ଟି ଆକର୍ଷଣ କରିଛନ୍ତି ।
ସଦର!-->!-->!-->…