ପ୍ରେରଣା ପାଲଟିଛନ୍ତି ସରପା ଗାଁର ପଦ୍ମିନୀ – ସ୍ୱାବଲମ୍ବୀ ହେବା ଶିଖାଇଛି ଟାଟା ଷ୍ଟିଲ ଫାଉଣ୍ଡେସନ
ଗ୍ରାମାଞ୍ଚଳର ମହିଳାମାନେ ଆଜି କେବଳ ଘରର ଚାରି କାନ୍ଥ ମଧ୍ୟରେ ସୀମିତ ନାହାଁନ୍ତି, ବରଂ ନିଜର ଦକ୍ଷତା ବଳରେ ଆର୍ଥିକ ସ୍ୱାଧୀନତା ହାସଲ କରିବା ସହ ସମାଜରେ ନେତୃତ୍ୱ ନେଉଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତ ସରପା!-->!-->!-->…